ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ହଜାର ଟଙ୍କା ସହାୟତା
ଭୁବନେଶ୍ୱର: ବାଲେଶ୍ୱର ଜିଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଆଜି ପଞ୍ଜାବୀ ଗ୍ଲୋବାଲ ଫାଉଣ୍ଡେସନ, ଓଡ଼ିଶା ଚାପ୍ଟର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଫାଉଣ୍ଡେସନର ରାଜ୍ୟ ସଭାପତି ଅବିନାଶ ମହାପାତ୍ର ସାକ୍ଷାତ କରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦେଶ୍ୟରେ ପ୍ରଦାନ କରିଛନ୍ତି।
Comments are closed.