www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକକୁ ପିଟିଲା ବସ୍‌‌ ; ୮ ଆହତ

କୁଚିଣ୍ଡା : ସମ୍ବଲପୁର ସ୍ଥିତ ଜମନକିରା ଥାନା ବାଇପାସ୍‌‌ ରାସ୍ତାରେ ଶନିବାର ଏକ ସଡକ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରକକୁ ପିଟିଲା ବସ୍‌‌। ଓଏସଆରଟିସି ବସ୍‌‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲାରେ ଭର୍ତ୍ତି କରାଯାଇଛି। ବସ୍‌‌ଟି ୨୫ ରୁ ୩୦ ଯାତ୍ରୀଙ୍କୁ ନେଇ କେନ୍ଦୁଝରରୁ ବଲାଙ୍ଗୀର ଯାଉଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories