www.samajalive.in
Friday, December 12, 2025
26.1 C
Bhubaneswar

ବୁଲଦାଣା ବସ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ବୁଲଦାଣା ଜିଲାରେ ଏକ ଭୟଙ୍କର ବସ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ପିଲାଙ୍କ ସମେତ ୨୫ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ବୁଲଦାଣା ବସ ଦୁର୍ଘଟଣା ପରେ ପିଏମଓ ଟୁଇଟ କରିଛନ୍ତି ଯେ, ବସ ଦୁର୍ଘଟଣା ପରେ ମୁଁ ଅତ୍ୟନ୍ତ ଦୁଃଖିତ । ମୋର ଚିନ୍ତାଧାରା ଏବଂ ପ୍ରାର୍ଥନା ମୃତକଙ୍କ ପରିବାର ସହିତ ଅଛି। ଏହା ସହିତ ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ ପ୍ରଶାସନ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଯାଉଛି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories