www.samajalive.in
Sunday, December 7, 2025
16.1 C
Bhubaneswar

କମିଲା ଜିଏସଟି ହାର : ଶସ୍ତା ହେବ ଇଲେକ୍ଟ୍ରୋନିକ ସାମଗ୍ରୀ

ନୂଆଦିଲ୍ଲୀ : ଅର୍ଥ ମନ୍ତ୍ରଣାଳୟ ମନ୍ତ୍ରାଳୟ ପକ୍ଷରୁ ଇଲେକ୍ଟ୍ରୋନିକ ସାମଗ୍ରୀ ଉପରେ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ହ୍ରାସ କରାଯାଇଛି। ଫ୍ୟାନ୍, କୁଲର, ଗିଜର ଇତ୍ୟାଦି ଉପରେ ଜିଏସଟି ୩୧.୩ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରାଯାଇଛି। ଘରୋଇ ଉପକରଣରେ ମୋବାଇଲ ଫୋନ୍, ଏଲ୍ଇଡି ବଲ୍‌, ଟିଭି, ଫ୍ରିଜ୍ ସମେତ ମୋବାଇଲ ଫୋନ୍, ସ୍ମାର୍ଟ ଟିଭି, ଏଲ୍ଇଡି ବଲ, ଫ୍ରିଜ୍, ୟୁପିଏସ୍, ୱାସିଂ ମେସିନ୍ ଉପରେ ଜିଏସ୍‌ଟି ହ୍ରାସ କରାଯାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଜିଏସ୍‌ଟି ହ୍ରାସ ହେବା ପରେ ମୋବାଇଲ ଫୋନ୍, ଟିଭି, ଫ୍ରିଜ୍ ସମେତ ଅନେକ ଘରୋଇ ଉପକରଣ ଏବେ ଶସ୍ତା ହେବ ବୋଲି ଜଣାପଡ଼ିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories