www.samajalive.in
Monday, December 8, 2025
17.1 C
Bhubaneswar

ଗୁଳିମାଡ଼ ଘଟଣା : ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥା ଗିରଫ

ଭୁବନେଶ୍ବର: ଝାରପଡା ଅଞ୍ଚଳରେ ଗୁଳିମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥା ଏବଂ ତାର ସହଯୋଗୀ ଗିରଫ ହୋଇଥିବା ସୂଚନା ମିଳିଛି । ପୂର୍ବରୁ ପ୍ରଭାତଙ୍କ ୨ ବଡ଼ିଗାର୍ଡଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ଦୁଇଟି ବନ୍ଧୁକ, ଗୁଳି ଜବତ କରାଯାଇଛି । ଜବତ ବନ୍ଧୁକକୁ ଫୋରେନସିକ ଲ୍ୟାବକୁ ପଠାଯାଇଛି । ଉଭୟ ପକ୍ଷର ୮ ଜଣଙ୍କ ବୟାନ ରେକର୍ଡ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories