www.samajalive.in
Thursday, December 11, 2025
18.1 C
Bhubaneswar

ଦୁଇ ଟ୍ରକ ମଝିରେ ଚାପି ହୋଇ ୨ ମୃତ 

ଅନୁଗୁଳ : ୫୫ନମ୍ବର ଜାତୀୟ ରାଜପଥ କରଡ଼ାଗାଡ଼ିଆ ଛକରେ ରବିବାର ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ଉଭୟଙ୍କ ପରିଚୟ ମିଳିପାରିନାହିଁ। ଏକ ବାଇକରେ ବାଡ଼ାକେରାରୁ ଅନୁଗୋଳ ଅଭିମୁଖେ ଆସୁଥିବା ସମୟରେ କରଡ଼ାଗାଡ଼ିଆ ଛକରେ ୨ ଟ୍ରକ ମଝିରେ ଚାପି ହୋଇ ଉଭୟଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ହିଁ ଦୁହିଁଙ୍କ ମୃତ୍ୟୁ ଘଟିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ମୃତଦେହ ଘଟଣା ସ୍ଥଳରେ ପଡ଼ିରହିଥିଲା।

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories