www.samajalive.in
Monday, December 15, 2025
15.1 C
Bhubaneswar

ସୋମବାର ରାଶିଫଳ (୦୩.୦୭.୨୦୨୩)

ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। ପରୋପକାରୀ ହେବେ।

ବୃଷ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।

ମିଥୁନ : ବନ୍ଧୁ ମିଳନର ସମ୍ଭାବନା ଅଛି। ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ସିଂହ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଦାନ ଦେବା ସହିତ ଦାନ ଗ୍ରହଣ କରିପାରନ୍ତି।

କନ୍ୟା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ସୁସ୍ଥ ରହିବେ।

ତୁଳା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହୋଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।

ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ଧନୁ :  ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣକ୍ଷେତ୍ରରେ ସୈନିକମାନେ ବୀରତ୍ବ ପ୍ରଦର୍ଶନ କରିବେ।

ମକର : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁୁଭବ କରିପାରନ୍ତି। କାର୍ଯ୍ୟରେ ବିଘ୍ନ ଉପୁଜିପାରେ। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

 କୁମ୍ଭ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ମିଳିପାରେ। ଯାନବାହନ ସୁଖ ମିଳିବ।

ମୀନ : ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories