www.samajalive.in
Monday, December 8, 2025
14.1 C
Bhubaneswar

୬୫ ଲକ୍ଷ ଆକାଉଣ୍ଟ ରଦ୍ଦ କଲା ହ୍ବାଟ୍‌ସଆପ

ନୂଆଦିଲ୍ଲୀ : ଦେଶରେ ପାଖାପାଖି ୬୫ ଲକ୍ଷ ଆକାଉଣ୍ଟ ହ୍ବାଟ୍‌ସଆପ ରଦ୍ଦ କରିଥିବା ଜଣାପଡ଼ିଛି। ରିପୋର୍ଟ ଅନୁସାରେ, କେତେକ ନୂଆ ନିୟମରେ ସମସ୍ୟା ଥିବାରୁ ମେ ପହିଲାରୁ ମେ ୩୧ ମଧ୍ୟରେ ୬,୫୦୮୦୦୦ଟି ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏପ୍ରିଲରେ ୫ଶହ ମିଲିଅନ୍‌ରୁ ଅଧିକ ଉପଭୋକ୍ତା ହ୍ବାଟସ୍‌ଆପ ବ୍ୟବହାର କରୁଛନ୍ତି। ସେଥିମଧ୍ୟରୁ ୭୪ ଲକ୍ଷ ଆକାଉଣ୍ଟରେ ପ୍ରତିବନ୍ଧକ ଲଗାଯାଇଥିବା ଜଣାପଡ଼ିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories