www.samajalive.in
Wednesday, December 10, 2025
16.1 C
Bhubaneswar

ଜେଲ ଗଲେ କୋଟିପତି ପୂର୍ବତନ ଅତିରିକ୍ତ ଉପ ଜିଲାପାଳ

ନବରଙ୍ଗପୁର : ଜେଲ ଗଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପ ଜିଲାପାଳ ପ୍ରଶାନ୍ତ ରାଉତ। ୫ ଦିନିଆ ରିମାଣ୍ଡ ସରିବା ପରେ ପ୍ରଶାନ୍ତଙ୍କୁ ଆଜି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ରିମାଣ୍ଡ ସମୟରେ ପ୍ରଶାନ୍ତଙ୍କ ପାଖରୁ ଆହୁରି ବିପୁଳ ଆୟ ବହିର୍ଭୁତ ସମ୍ପତ୍ତିର ସୁରାଗ ପାଇଛି ଭିଜିଲାନ୍ସ। ଏହାପରେ ତାଙ୍କୁ ସୁନ୍ଦରଗଡ଼ ଜେଲକୁ ପଠାଇ ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories