ହିଂସା ମାମଲା : ମଣିପୁର ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ : ମଣିପୁର ହିଂସା ମାମଲାରେ ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଶୁଣାଣି କରି ରାଜ୍ୟ ସରକାରଙ୍କଠାରୁ ଉତ୍ତର ମାଗିଛନ୍ତି। ରାଜ୍ୟରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାକୁ ରୋକିବା ପାଇଁ କି କି ପଦକ୍ଷେପ ନେଇଛ, ସେ ସଂକ୍ରାନ୍ତୀୟ ତଥ୍ୟ ମାଗିଥିଲେ। ସଂପ୍ରତି ରାଜ୍ୟରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଂକ୍ରାନ୍ତରେ ମଧ୍ୟ ସୂଚନା ମାଗିଥିବା ଜଣାପଡ଼ିଛି। ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦ ତାରିଖକୁ ସ୍ଥିର କରିଛନ୍ତି।
Comments are closed.