www.samajalive.in
Wednesday, December 10, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ହୋଟେଲ ରୁମରୁ ଯୁବତୀଙ୍କ ମୃତଦେହ ଉଦ୍ଧାର.. ଜଟଣୀ ସୀତାରାମ ଛକ ନିକଟ ଏକ ହୋଟେଲ ରୁମରୁ ଉଦ୍ଧାର..

୬୫ ଲକ୍ଷ ଆକାଉଣ୍ଟ ରଦ୍ଦ କଲା ହ୍ବାଟ୍ସଆପ୍.. ନୂତନ ନିୟମରେ ସମସ୍ୟା ଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ସୂଚନା..

- Advertisement -

ଭୁବନେଶ୍ବର : ୧୬ ଜିଲାରୁ ୧୮୫ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ..

ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା.. ଜାମିନ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ..

ହିଂସା ମାମଲା.. ମଣିପୁର ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍‌କୋର୍ଟ.. ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦ରେ..

ଏସ୍‌ସିବିରେ ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ୍..

ଜୁଲାଇ ୧୩ରେ ଚନ୍ଦ୍ରୟାନ-୩ ହେବ ଲଞ୍ଚ .. ସୂଚନା ଦେଲେ ଇସ୍ରୋ ଚେୟାରମ୍ୟାନ ଏସ୍‌‌ ସୋମନାଥ..

ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଡେଙ୍ଗୁ ପଜିଟିଭିଟି ରେଟ୍‌ କମ୍‌.. ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ ସୂଚନା..

ବାଲେଶ୍ୱର ଏସ୍‌ପିଙ୍କ ବାପାମାଆଙ୍କୁ ଲୁଟ୍‌ ଘଟଣାରେ ୨ ଅଭିଯୁକ୍ତ ଚିହ୍ନଟ.. ପ୍ରେସମିଟ୍‌ରେ ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ..

ନିଶା ନିବାରଣ କେନ୍ଦ୍ରରେ ଝୁଲନ୍ତା ମୃତଦେହ ଉଦ୍ଧାର..

ଇନଫୋସିଟି ଥାନା ନନ୍ଦନବିହାରରେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି..

ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା..

Hot this week

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories