www.samajalive.in
Wednesday, December 10, 2025
26.1 C
Bhubaneswar

ଲାଲୁଙ୍କ ବିରୋଧରେ ସିବିଆଇ ଚାର୍ଜସିଟ

ରାଞ୍ଚି: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବିରୋଧରେ ସିବିଆଇ ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ଜମି ଦେଇ ରେଲୱେରେ ଚାକିରି ମାମଲାରେ ସିବିଆଇ ପକ୍ଷରୁ ଚାର୍ଜସିଟ କରାଯାଇଛି। ରାବଡ଼ି ଦେବୀ ଓ ତେଜସ୍ବୀ ଯାଦବଙ୍କ ବିରୋଧରେ ବି ସିବିଆଇ ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories