www.samajalive.in
Sunday, December 14, 2025
15.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦେଶକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦେଶକ ଭାବେ ଯାମିନୀ ଷଡ଼ଙ୍ଗୀଙ୍କୁ ଅବସ୍ଥାପିତ କରାଯାଇଛି। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ସଂଗ୍ରାମ ମହାପାତ୍ର ନିଯୁକ୍ତି ଦିଆଯାଇଛି। ଶ୍ରୀବେଦଭୂଷଣଙ୍କୁ ସମ୍ବଲପୁର ପୌର ନିଗମରେ କମିସନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ବୌଦ୍ଧର ଜିଲାପାଳ ଭାବେ ନୃସିଂହ ଚରଣ ସ୍ବାଇଁଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories