www.samajalive.in
Monday, December 8, 2025
24.1 C
Bhubaneswar

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ହାଇକୋର୍ଟରୁ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ଆଶ୍ୱସ୍ତି

କଟକ: ବହୁଚଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରୁ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି।  ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ରୋକ୍‌ ଲଗାଇବା ସହିତ କଠୋର କାର୍ଯ୍ୟାନୁଷ୍ଠାନ ନ ନେବାକୁ ବି ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ମାମଲାର ଶୁଣାଣି ଆସନ୍ତା ଜୁଲାଇ ୨୭ ତାରିଖରେ ହେବ। ଏଠାରେ ସୂଚନାଯୋଗ୍ୟ ଯେ, ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିସାରିଛି। ବିଦ୍ୟାଭରତୀ, ସଂଗ୍ରାମ କେଶରୀ ବେହେରା ଓ ପତ୍ନୀ ମନ୍ମଥ କୁମ୍ଭଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେମ କୋର୍ଟ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories