www.samajalive.in
Monday, December 8, 2025
27.1 C
Bhubaneswar

ଡିଏନ୍‌ ହୋମ୍ସ ଗ୍ରୁପରେ ଆୟକର ଚଢ଼ାଉ

ଭୁବନେଶ୍ବର : ଭୁବନେଶ୍ୱରସ୍ଥିତ ଏକ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍‌ ହୋମ୍ସ ଗ୍ରୁପରେ ଟିକସ ଫାଙ୍କିବା ଅଭିଯୋଗରେ ଆୟକର ଚଢ଼ାଉ (ଇନ୍‌କମ୍‌ ଟ୍ୟାକ୍ସ ରେଡ୍) ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଭୁବନେଶ୍ୱରସ୍ଥିତ ପୋଷ୍ଟାଲ କଲୋନୀ ସମେତ ୨୦ ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଆଜି ସକାଳେ ବ୍ୟବସାୟିକ ପ୍ରତିଷ୍ଠାନର ନିର୍ଦ୍ଦେଶକ ସମେତ କଂପାନୀର ବରିଷ୍ଠ ଅଧିକାରୀ ଓ ନିକଟ ସର୍ମ୍ପକୀୟଙ୍କ ଘରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ୟୁନିଟ୍-୪ସ୍ଥିତ ଜଣେ କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା କରାଯାଇଛି। ଜବତ ହୋଇଥିବା ୩୦ କୋଟି ଟଙ୍କା ୩ଟି ବାକ୍ସରେ ରଖାଯାଇଥିଲା। ଘଟଣାସ୍ଥଳରେ ଆୟକର ବିଭାଗର ବରିଷ୍ଠ ଅଧିକାରୀମାନେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories