www.samajalive.in
Sunday, December 14, 2025
26.1 C
Bhubaneswar

ରାଜଧାନୀରେ କୋର୍ଟ ପରିସରରେ ଗୁଳିକାଣ୍ଡ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ସ୍ଥିତ ତିସ୍‌ ହଜାରୀ କୋର୍ଟ ପରିସରରେ ଗୁଳିକାଣ୍ଡ ଘଟିଛି। ତେବେ ଏଥିରେ ମୃତାହତ ନେଇ କୌଣସି ସୂଚନା ନାହିଁ। ଓକିଲଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ଏହି ଘଟଣା ଘଟିଥିବା ପୁଲିସ କହିଛି।

ମିଳିଥିବା ଖବର ଅନୁସାରେ, ବୁଧବାର ଦିନ ପ୍ରାୟ ​‌୧:୩୦ ସମୟରେ ଗୁଳିକାଣ୍ଡ ନେଇ ସୂଚନା ମିଳିଥିଲା। ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିବା ପରେ ଓକିଲଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା ଏବଂ ଏହାପରେ ଦୁଇଟି ଭିନ୍ନ ଗୋଷ୍ଠୀ ଫାଙ୍କା ଗୁଳି ଚାଳନା କରିଥିବା ଜାଣିବାକୁ ପାଇଥିଲା। ଘଟଣାରେ କୌଣସି କ୍ଷୟକ୍ଷତି ହୋଇନାହିଁ। ବର୍ତ୍ତମାନ ସ୍ଥିତି ସ୍ୱାଭାବିକ ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories