www.samajalive.in
Thursday, December 11, 2025
16.1 C
Bhubaneswar

ନିଖୋଜ ଦୁଇ ଛାତ୍ର ଟିଟିଲାଗଡ଼ରୁ ଉଦ୍ଧାର

ଭୁବନେଶ୍ୱର: ନିଖୋଜ ଥିବା ଦୁଇ ସ୍କୁଲ ଯାଇ ଦୁଇ ଛାତ୍ରଙ୍କୁ ଟିଟିଲାଗଡ଼ ସଇଁତଳା ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନିଶାସକ୍ତ ଅବସ୍ଥାରେ ଦୁଇ ଛାତ୍ରଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ୍‌ ସୂତ୍ରରୁ ପ୍ରକାଶ। ଉଦ୍ଧାର ହୋଇଥିବା ଦୁଇ ଛାତ୍ର ହେଲେ କୁଜିମହଲ ଗାଁର ପୃଥିୀରାଜ୍ ପ୍ରଧାନ ଓ ଭରତପୁର ଅଞ୍ଚଳର ସୋନୁ କୁମାର। ସୂଚନା ଅନୁସାରେ, ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଥାନା ସୁନ୍ଦରପୁର ଅଞ୍ଚଳର ଏକ ଘରୋଇ ସ୍କୁଲର ୨ ଦଶମ ଶ୍ରେଣୀ ଛାତ୍ର ସ୍କୁଲ୍ ଯାଇ ଘରକୁ ଫେରି ନ ଥିଲେ। ଏନେଇ ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories