www.samajalive.in
Monday, December 8, 2025
16.1 C
Bhubaneswar

ଅଗଷ୍ଟ ୭ରେ କୋର୍ଟରେ ହାଜର ହେବେ କଂଗ୍ରେସ ନେତା ଅଶୋକ ଗେହଲଟ

ଡେସ୍କ: ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଅଶୋକ ଗେହଲଟଙ୍କୁ କୋର୍ଟରେ ହାଜର ହେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କ ପକ୍ଷରୁ ଦାୟର ମାନହାନି ମାମଲାରେ କୋର୍ଟ ଶ୍ରୀ ଗେହଲଟଙ୍କୁ ହାଜର ହେବା ଲାଗି ସମନ ଜାରି କରିଛନ୍ତି। ଆସନ୍ତା ମାସ ୭ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସଂଜୀବନୀ ଦୁର୍ନୀତି ମାମଲାରେ ଶ୍ରୀ ଗେହଲଟ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ବିରୋଧରେ ମାନହାନୀସୂଚକ ମନ୍ତବ୍ୟ ଦେଇ ଥିବାରୁ, ସେ ଅପରାଧିକ ମାମଲା ରୁଜ୍ଜୁ କରିଥିବା ଜଣାପଡିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories