www.samajalive.in
Saturday, December 6, 2025
16.1 C
Bhubaneswar

ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଦିଲ୍ଲୀ ମଦ ଦୁର୍ନୀତିରେ ଉଭୟ ସିବିଆଇ ଏବଂ ଇଡି ମାମଲାରେ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ସିସୋଦିଆ। ପୂର୍ବରୁ ସେ ସେସନ୍ସ କୋର୍ଟ ଏବଂ ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ଜାମିନ ମିଳିନାହିଁ।


ଅପରପକ୍ଷେ, ମନୀଷ ସିସୋଦିଆ ଗୁରୁବାର ରାଉସ୍ ଆଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଯେଉଁଠାରେ କୋର୍ଟ ମନୀଷଙ୍କ ହେପାଜତ ଅବଧିକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories