www.samajalive.in
Sunday, December 14, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭଦ୍ରକ ଖଣ୍ଡତଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରଛାତ୍ରୀ ଅସୁସ୍ଥ..

ଅଗଷ୍ଟ ୭ରେ କୋର୍ଟରେ ହାଜର ହେବେ କଂଗ୍ରେସ ନେତା ଅଶୋକ ଗେହଲଟ..

- Advertisement -

ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ.. ଦିଲ୍ଲୀ ମଦ ଦୁର୍ନୀତିରେ ଉଭୟ ସିବିଆଇ ଏବଂ ଇଡି ମାମଲାରେ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ସିସୋଦିଆ..

୩ ମେଡିକାଲ କଲେଜର ଅଗ୍ନି ନିରାପତ୍ତା ପାଇଁ ୪୫ ପଦବୀକୁ ମଞ୍ଜୁରୀ.. ଅଗ୍ନିଶମ ବିଭାଗର ୪୫ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ..

ଡିଏନ୍‌ ଗ୍ରୁପ୍‌ରେ ଆୟକର ଚଢ଼ାଉରେ ମିଳିଲା ଚାଞ୍ଚଲ୍ୟକର ତଥ୍ୟ.. ଚଢ଼ାଉ ବେଳେ ୧୦୫ କୋଟି କାରବାରର ଚିଠା ମିଳିଥିବା ସୂଚନା..

ବାହାରିଲା ଯୁକ୍ତ ଦୁଇ କଟ୍‌ଅଫ୍ ମାର୍କ.. କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ସବୁଠାରୁ ଆଗରେ..

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌‌ ଶୁଭାଶିଷ ତାଳପତ୍ର..

ବାହୁଡ଼ା ଯାତ୍ରା ସମୟରେ ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକଙ୍କ ମୃତ୍ୟୁ.. ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଭୋଇ ସେବକ ନକୁଳ ଭୋଇଙ୍କ ମୃତ୍ୟୁ..

ଭୁବନେଶ୍ୱର: ଅନ୍‌ଲାଇନ୍‌ ଠକକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ..

 

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories