www.samajalive.in
Thursday, December 11, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ..

ରାଜ୍ୟର ୯ ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ..

- Advertisement -

୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ.. ୬ ଜଣଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ..

ଏପର୍ଯ୍ୟନ୍ତ ୧୯୭ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଲାଣି..

ବାହାଘର ବେଳେ କଲ୍ୟାଣ ମଣ୍ଡପରୁ ଲୁଟ୍..

ଅଗଷ୍ଟ ୯ରେ ପଞ୍ଚାୟତ ଉପନିର୍ବାଚନ..

ଆଜିଠାରୁ ୪ ରାଜ୍ୟକୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ..

ପ୍ରାୟ ୫୦,୦୦୦ କୋଟି ଟଙ୍କା ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୋଦୀ..

ଆରମ୍ଭ ହେଲା +୨ ନାମଲେଖା.. ଗତକାଲି ପ୍ରକାଶ ପାଇଥିଲା ମେଧା ତାଲିକା..

ବ୍ୟବସାୟିକ ପ୍ରତିଷ୍ଠାନ ‘ଡିଏନ୍‌‌ ଗ୍ରୁପ’ ଉପରେ ଜାରି ରହିଛି ଚଢାଉ..

ଆଜି ୩ୟ ଦିନରେ ଜାରି ରହିଛି ଆୟକର ଚଢାଉ..

ବାଲେଶ୍ୱର : ଗେଷ୍ଟହାଉସ୍‌‌ ନିକଟରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର..

ରାଜାବଗିଚା ସ୍ଥିତ ଗେଷ୍ଟ ହାଉସ ନିକଟ ଗଛରୁ ମୃତଦେହ ଉଦ୍ଧାର..

ରାହୁଲ ଗାନ୍ଧୀଙ୍କୁ ଗୁଜରାଟ ହାଇକୋର୍ଟରୁ ମିଳିଲାନି ଆଶ୍ୱସ୍ତି..

ଗୁଜରାଟ ହାଇକୋର୍ଟ ରାହୁଲଙ୍କ ଆବେଦନକୁ ଖାରଜ କଲେ..

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories