www.samajalive.in
Monday, December 8, 2025
27.1 C
Bhubaneswar

ଓଲଟିଲା ବାଲି ବୋଝେଇ ହାଇଓ୍ବା, ରାସ୍ତା ଅବରୋଧ

ହରଭଙ୍ଗା: ହରଭଙ୍ଗା ଥାନା ଅନ୍ତର୍ଗତ ହରଭଙ୍ଗା-ଧଳପୁର ଜଗନ୍ନାଥ ସଡ଼କର ଭେଜିଗୁଡା ପୋଲ ନିକଟରେ ଶୁକ୍ରବାର ଏକ ବାଲି ବୋଝେଇ ହାଇଓ୍ବା ରାସ୍ତା ଉପରେ ଓଲଟିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ରାସ୍ତାଟି ସମ୍ପୂର୍ଣ୍ଣ ଅବରୋଧ ହେବା ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି।

ସୂଚନା ମତେ, ଏକ ହାଇଓ୍ବା ବାଲି ବୋଝେଇ କରି ସୁରୁଣ୍ଡି ପଟୁ ଧଳପୁର ଆଡକୁ ଯିବା ସମୟରେ ଭାରସାମ୍ୟ ହରାଇ ଭେଜିଗୁଡା ପୋଲ ନିକଟରେ ଓଲଟି ପଡ଼ିଥିଲା। ତୁରନ୍ତ ପୁଲିସ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ରାସ୍ତା ଅବରୋଧ ହଟାଇବାକୁ ଦାବୀ ହେଉଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories