www.samajalive.in
Saturday, December 13, 2025
21.1 C
Bhubaneswar

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଆରମ୍ଭ, ସୁରକ୍ଷା କଡ଼ାକଡ଼ି

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ରାଜ୍ୟର ୬୩୨୨୯ ପଞ୍ଚାୟତ, ୯୭୩୦ ପଞ୍ଚାୟତ ସମିତି, ୯୨୮ ଜିଲା ପରିଷଦ ପାଇଁ ମତଦାନ ଆରମ୍ଭ ହୋଇଥିବା ସୂଚନା ମିଳିଛି। ୫ କୋଟି ୬୭ ଲକ୍ଷ ଭୋଟର ନିର୍ଦ୍ଧାରଣ କରିବେ ଭାଗ୍ୟ ।  ଜୁଲାଇ ୧୧ ତାରିଖରେ ଫଳାଫଳ ଘୋଷଣା ହେବ। ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗତକାଲି ମୁର୍ଶିଦାବାଦ ଜିଲାରେ ଜଣେ କଂଗ୍ରେସ କର୍ମୀଙ୍କୁ ହତ୍ୟା କରାଯାଇଥିବାବେଳେ କୁଚ ବେହାର ଜିଲାରେ ଗୁଳିମାଡ଼ରେ ୪ ଜଣ ବିଜେପି କର୍ମୀ ଆହତ ହୋଇଛନ୍ତି। ନିର୍ବାଚନ ପାଇଁ ପଶ୍ଚିମବଙ୍ଗରେ ବହୁ ମାତ୍ରାରେ ହିଂସାତ୍ମକ ଘଟଣା ଘଟିବା ସହ ଜୀବନ ହାନୀ ହେଉଥିବାରୁ ନିର୍ବାଚନ ଫଳାଫଳ ଘୋଷଣା ପରେ ବି ଆସନ୍ତା ୧୦ ଦିନ ପାଇଁ ରାଜ୍ୟରେ ମୁତୟନ ରହିବାକୁ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀକୁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories