www.samajalive.in
Monday, December 8, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସମ୍ବଲପୁର : ଭାରସାମ୍ୟ ହରାଇ ଟ୍ରେନ୍ ଲାଇନକୁ ମାଡ଼ିଗଲା ବସ୍, ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ..

ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଳ ଲାଇନକୁ ମାଡ଼ିଗଲା ବସ୍, ରେଳ ଚଳାଚଳ ପ୍ରଭାବିତ..

- Advertisement -

କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଶ୍ଚିମବଙ୍ଗରେ ଚାଲିଛି ପଞ୍ଚାୟତ ନିର୍ବାଚନ..

ତେଲଙ୍ଗାନା ଓ ରାଜସ୍ଥାନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଏକାଧିକ ପ୍ରକଳ୍ପର କରିବେ ଉଦଘାଟନ ଓ ଶିଳାନ୍ୟାସ..

ବାହାନଗା ରେଳ ଦୁର୍ଘଟଣା : ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍‌..

୩ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ମଧ୍ୟରେ କରିବ ପଚରାଉଚୁରା..

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ: ଦୁର୍ବୃତ୍ତଙ୍କ ଗୁଳିରେ ପୋଲିଂ ଏଜେଣ୍ଟ ମୃତ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories