www.samajalive.in
Tuesday, December 9, 2025
16.1 C
Bhubaneswar

ପିଙ୍କ୍ ହ୍ୱାଟ୍ସଆପ୍ ଡାଉନଲୋଡ୍ ନକରିବାକୁ ଓଡ଼ିଶା ପୁଲିସର ପରାମର୍ଶ 

ଡେସ୍କ :  ନିଜ ମୋବାଇଲରେ ପିଙ୍କ୍ ହ୍ୱାଟ୍ସଆପ୍ ଡାଉନଲୋଡ୍ ନକରିବାକୁ ଓଡ଼ିଶା ପୁଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି।  ଓଡ଼ିଶା ପୁଲିସ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି ସୂଚନା ଦିଆଯାଇଛି ।  ପିଙ୍କ୍ ହ୍ୱାଟ୍ସଆପ୍ ହେଉଛି ସାଇବର ଲୁଟେରାଙ୍କ ଏକ ନୂଆ କୌଶଳ ବୋଲି ଓଡିଶା ପୁଲିସ୍ କହିଛି । ଯଦି ଆପଣଙ୍କ ମୋବାଇଲକୁ ହ୍ୱାଟ୍ସଆପ୍ ଅପଡେଟ କରିବାକୁ କୌଣସି ଲିଙ୍କ୍ ଆସୁଛି, ତା’ହେଲେ ଭୁଲରେ ମଧ୍ୟ ସେହି ଲିଙ୍କରେ କ୍ଲିକ୍ କରନ୍ତୁ ନାହିଁ । କାରଣ ସେଥିରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କ ଫୋନରେ ଥିବା ସମସ୍ତ ଗୁରୁତ୍ୱପୂର୍ଣ୍ଣ ଓ ଗୋପନୀୟ ତଥ୍ୟ ଚୋରି ହେବାର ସମ୍ଭାବନା ରହିଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories