www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ୍‌ ଦୁର୍ଘଟଣାରେ ତୃପ୍ତି ବିଶ୍ବାଳଙ୍କ ମୃତ୍ୟୁ

ଭୁବନେଶ୍ବର : ଜଣାଶୁଣା ଯାତ୍ରା ନିର୍ଦେଶକ ତୃପ୍ତି ବିଶ୍ବାଳଙ୍କର ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ତୃପ୍ତି ବାଇକ୍‌ରେ ଆସୁଥିବାବେଳେ ଗତକାଲି ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଶ୍ବିନୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେ ଉଭୟ ଯାତ୍ରା ଏବଂ ଟେଲିଭିଜନରେ ଜଣେ ଯୁବ ନିର୍ଦେଶକ ଭାବେ ବେଶ୍‌ ଜଣାଶୁଣା।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories