www.samajalive.in
Monday, December 8, 2025
27.1 C
Bhubaneswar

ମଣିପୁର ହିଂସା ମାମଲା : ସୁପ୍ରିମକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ

ଇମ୍ଫାଲ: ମଣିପୁରର ହିଂସା ପ୍ରଭାବିତ ଅଞ୍ଚଳରେ ସ୍ଥିତି କିପରି ରହିଛି, ସେ ନେଇ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛନ୍ତି। ରିପୋର୍ଟରେ ସରକାର କହିଛନ୍ତି ଯେ, ସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଛି। ଆସନ୍ତାକାଲି ଏହାର ଶୁଣାଣି ହେବ। ଏହି ଶୁଣାଣି ସମୟରେ ଡ୍ରଗ୍ସ ଏବଂ ଅପରାଧ ସମ୍ପର୍କରେ ୟୁଏନ୍‌ ରିପୋର୍ଟକୁ ରେକର୍ଡ କରାଯାଉ ବୋଲି ଦାବି କରିଛନ୍ତି ବରିଷ୍ଠ ଓକିଲ ରଞ୍ଜୀତ କୁମାର।

Hot this week

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

Related Articles

Popular Categories