www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଜିଏସଟି ପରିଷଦର ୫୦ତମ ବୈଠକ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆଜି ଜିଏସଟି ପରିଷଦର ୫୦ତମ ବୈଠକ ବସିବ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ଏଥିରେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦୁପତ୍ର ଉପରୁ ଜିଏସଟି ହଟାଇବା ପାଇଁ ଦାବିକୁ ପୁଣିଥରେ ଓଡ଼ିଶା ଦୋହରାଇବ ବୋଲି ସୂଚନା ମିଳିଛି। କେନ୍ଦୁପତ୍ର ଉପରେ ୧୮ପ୍ରତିଶତ ଜିଏସଟି ଲଗାଇବା ଜଙ୍ଗଲ ଅଧିକାର ଆଇନ-୨୦୦୬କୁ ଉଲ୍ଲଂଘନ କରୁଛି । ଦୀର୍ଘ ବର୍ଷଧରି କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ହଟାଇବାକୁ କେନ୍ଦ୍ର ପାଖରେ ଦାବି କରିଆସୁଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ବାରମ୍ବାର ଚିଠି ଲେଖିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories