www.samajalive.in
Sunday, December 7, 2025
15.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା ଘଟଣା : ଆଜି ସରୁଛି ୩ ଅଭିଯୁକ୍ତଙ୍କ ୫ ଦିନିଆ ରିମାଣ୍ଡ ଅବଧି

ଭୁବନେଶ୍ୱର: ବାହାନଗା ରେଳ ଦୁର୍ଘଟଣା ଘଟଣାରେ ଆଜି ସିଗ୍‌ନାଲ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ସିସିଆନ ପପୁ କୁମାରଙ୍କ ରିମାଣ୍ଡ ଅବଧି ସରୁଥିବାବେଳେ ଗତକାଲି ଆଉ ଦୁଇ ରେଳ କର୍ମଚାରୀଙ୍କୁ ବାହାନଗାରେ ସିବିଆଇର ପଚରାଉଚରା ସନ୍ଦେହ ବଢାଇଛି । ପୂର୍ବରୁ ସମନ କରିଥିବା ଦୁଇ ଅଧିକାରୀଙ୍କୁ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ସିବିଆଇ ଜେରା କରିଥିବା ସୂଚନା ମିଳିଛି । ଏହାବାଦ ଅନ୍ୟ ତିନିଜଣଙ୍କୁ ବି ହାଜର ହେବାକୁ ସମନ କରିଛି ତଦନ୍ତକାରୀ ଦଳ। ଅନ୍ୟପକ୍ଷରେ ଆଜି ସିବିଆଇରେ ହାଜର ହୋଇପାରନ୍ତି ଷ୍ଟେସନ ମାଷ୍ଟର । ୧୧ ତାରିଖରେ ହାଜର ହେବାକୁ ପୂର୍ବରୁ ତାଙ୍କୁ ସମନ କରିଥିଲା ସିବିଆଇ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories