www.samajalive.in
Sunday, December 7, 2025
16.1 C
Bhubaneswar

ଗୁଜରାଟ ଏବଂ ପଶ୍ଚିମବଙ୍ଗ ରାଜ୍ୟସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟି (ବିଜେପି) ଗୁଜରାଟ ଏବଂ ପଶ୍ଚିମବଙ୍ଗର ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ମୋଟ ୩ ଜଣଙ୍କ ନାମ ରହିଥିବା ଜଣାପଡ଼ିଛି। ସେମାନେ ହେଲେ ବାବୁଭାଇ ଜେସଙ୍ଗଭାଇ ଦେଶାଇ (ଗୁଜରାଟ), କେସ୍ରିଭଭସିନ୍ ଜାଲା (ଗୁଜରାଟ) ଏବଂ ଅନନ୍ତ ମହାରାଜ (ପଶ୍ଚିମବଙ୍ଗ) । କେନ୍ଦ୍ରୀୟ କମିଟିର ସହମତି ପରେ ଦଳର ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରକାଶ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories