www.samajalive.in
Monday, December 8, 2025
13.1 C
Bhubaneswar

ନେପାଳ ପ୍ରଧାନମନ୍ତ୍ରୀଙ୍କ ପତ୍ନୀ ବିୟୋଗ

କାଠମାଣ୍ଡୁ : ନେପାଳର ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କ ପତ୍ନୀ ସୀତା ଦହଲଙ୍କ ବିୟୋଗ ହୋଇଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ମଧୁମେହ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ। କାଠମାଣ୍ଡୁର ନରଭିକ୍ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ବିଟ୍‌ କରି ଶୋକ ବ୍ୟକ୍ତ କରିଛନ୍ତି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories