www.samajalive.in
Saturday, December 13, 2025
26.1 C
Bhubaneswar

କୃଷି କ୍ଷେତ୍ରରେ ଆଖିଦୃଶିଆ ପରିବର୍ତ୍ତନ ଘଟିଛି – ଅମିତ ଶାହା

ଡେସ୍କ: ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ – ନାବାର୍ଡ ଦେଶର ଗ୍ରାମାଞ୍ଚଳରେ ବିକାଶ ଏବଂ ଉନ୍ନତିକରଣ କାର୍ଯ୍ୟ ନିଶ୍ଚିତ କରିବା ଲାଗି ଗ୍ରାମାଞ୍ଚଳରେ ବ୍ୟାଙ୍କିଙ୍ଗ ସୁବିଧା ଉପଲବଧ କରାଇଛି। ଆଜି ନୂଆଦିଲ୍ଲୀରେ ନାବାର୍ଡର ୪୨ ତମ ପ୍ରତିଷ୍ଠା ଦିବସରେ ଯୋଗ ଦେଇ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହା ଏହା କହିଛନ୍ତି। ଶ୍ରୀ ଶାହା କହିଛନ୍ତି ଯେ, ଏବେ ଗାଁ ଗୁଡିକ ଆତ୍ମନିର୍ଭର ହେବା ସହ ଗ୍ରାମ୍ୟ ଆର୍ଥିନୀତିର ମୁଖ୍ୟ ଆଧାର କୃଷି କ୍ଷେତ୍ରରେ ଆଖିଦୃଶିଆ ପରିବର୍ତ୍ତନ ଘଟିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories