www.samajalive.in
Sunday, December 7, 2025
26.1 C
Bhubaneswar

ଜୁଲାଇ ୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: ଜୁଲାଇ ୨୬ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମହାମହିମ ମା’ କଟକ ଚଣ୍ଡୀଙ୍କ ଦର୍ଶନ ସହିତ ଗୋରାକବର, ଏସସିବି ମେଡିକାଲ, ନେତାଜୀ ସୁବାସ ବୋଷଙ୍କ ଜନ୍ମ ସ୍ଥାନ ଓ ଜାତୀୟ ଆଇନ ବିଶ୍ବବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି। ଏହାପରେ ୨୭ ତାରିଖରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହିରକ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories