www.samajalive.in
Friday, December 12, 2025
16.1 C
Bhubaneswar

ନବ ଦାସ ହତ୍ୟା ମାମଲାର ଶୁଣାଣି : ଜେଏମଏଫସିରେ ହାଜର ହେଲା ଅଭିଯୁକ୍ତ ଗୋପାଳ

ଝାରସୁଗୁଡ଼ା: ନବ ଦାସ ହତ୍ୟା ମାମଲା ମାମଲାରେ ଆଜି ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ୱାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଦଳ (ଟିମ୍)। ସୂଚନା ଅନୁସାରେ, ଗୋପାଳ ଦାସକୁ ଓଏସଏପି ବାଟାଲିଅନରୁ ଜେଏମଏଫସିଙ୍କ ଅଦାଲତକୁ ଅଣାଯାଇଥିଲା। ଜେଏମଏଫସିଙ୍କ ଅଦାଲତରେ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ ଅନୁଯାୟୀ ଅଭିଯୁକ୍ତ ଗୋପାଳ ବିରୋଧରେ ଚାର୍ଜଫ୍ରେମ ଶେଷ ହୋଇଛି। ପ୍ରକାଶ ଯେ, ପୁଲିସ ଏଏସ୍‌ଆଇ ଗୋପାଳ ଦାସ ଜାନୁଆରୀ ୨୯ ତାରିଖରେ କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ଼ କରିଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories