www.samajalive.in
Sunday, December 7, 2025
18.1 C
Bhubaneswar

ଯମୁନା ଜଳସ୍ତର ବୃଦ୍ଧି; ଆରଟିଓ ସମେତ ଦିଲ୍ଲୀର ଆଖପାଖ ଅଞ୍ଚଳ ଜଳମଗ୍ନ

ନୂଆଦିଲ୍ଲୀ : ଦିଲ୍ଲୀରେ ଯମୁନାର ଜଳସ୍ତର ବୃଦ୍ଧି ପାଉଛି। ଏହି କାରଣରୁ ଆଇଟିଓ ଏବଂ ଦିଲ୍ଲୀର ଆଖପାଖ ଅଞ୍ଚଳ ଜଳମଗ୍ନ ରହିଛି। ଘଟଣାସ୍ଥଳରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଯମୁନା ଜଳ ସହରରେ ପ୍ରବେଶ ନ କରିବା ପାଇଁ ଦିଲ୍ଲୀର ସରକାରୀ କର୍ମଚାରୀମାନେ ରାତିସାରା ପ୍ରୟାସ କରିଥିଲେ ବି ଏଥିରେ ସଫଳ ହୋଇପାରିନାହାନ୍ତି। ସେନା ଏବଂ ଏନଡିଆରଏଫ ଟିମ୍‌ ସଠିକ୍‌ ତଦାରଖ କରିବାକୁ କେଜ୍ରିୱାଲ ନିର୍ଦେଶ ଦେଇଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories