www.samajalive.in
Sunday, December 14, 2025
26.1 C
Bhubaneswar

ଭାରତୀୟଙ୍କ ସ୍ୱପ୍ନ ଏବଂ ଅଭିଳାଷକୁ ଉଚ୍ଚ ଶିଖରରେ ପହଞ୍ଚାଇଛି ଚନ୍ଦ୍ରଯାନ-୩ : ମୋଦୀ

ଡେସ୍କ : ମହାକାଶ ଇତିହାସରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରି ଭାରତ ସଫଳତାର ସହିତ ଚନ୍ଦ୍ରଯାନ-୩ ଉତକ୍ଷେପଣ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଥିପାଇଁ ଇସ୍ରୋର ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ପ୍ରତ୍ୟେକ ଭାରତୀୟଙ୍କ ସ୍ୱପ୍ନ ଏବଂ ଅଭିଳାଷକୁ ଉଚ୍ଚ ଶିଖରରେ ପହଞ୍ଚାଇଛି । ଏହି ମହାନ ଉପଲବ୍ଧି ଓ ସଫଳତା ଆମର ବୈଜ୍ଞାନିକମାନଙ୍କ ନିରନ୍ତର ଉତ୍ସର୍ଗର ପ୍ରମାଣ । ମୁଁ ସେମାନଙ୍କର ଉତ୍ସାହ ଏବଂ ବୈଜ୍ଞାନିକ ଚିନ୍ତାଧାରାକୁ ସାଲ୍ୟୁଟ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories