www.samajalive.in
Sunday, December 7, 2025
26.1 C
Bhubaneswar

ଆଜମ ଖାନଙ୍କ ୱାଇ କ୍ୟାଟେଗୋରି ସିକ୍ୟୁରିଟି ପ୍ରତ୍ୟାହାର

ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ମୁଖ୍ୟ ତଥା ବରିଷ୍ଠ ନେତା ଆଜମ ଖାନଙ୍କୁ ଦିଆଯାଇଥିବା ୱାଇ ବର୍ଗ ସିକ୍ୟୁରିଟିକୁ ଉତ୍ତରପ୍ରଦେଶ ସରକାର ପ୍ରତ୍ୟାହାର କରି ନେଇଛନ୍ତି। ଲକ୍ଷ୍ନୌ ସୁରକ୍ଷା ମୁଖ୍ୟାଳୟରୁ ପାଇଥିବା ଏକ ଚିଠି ଅନୁସାରେ, ଆଜମଙ୍କୁ ୱାଇ ବର୍ଗର ସୁରକ୍ଷା ଦେବାର କୌଣସି ଆବଶ୍ୟକତା ନାହିଁ । ତେଣୁ ଚିଠି ଅନୁଯାୟୀ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରାଯାଇଛି ବୋଲି ସୂଚନା ଦେଇଛନ୍ତି ରାମପୁରର ଅତିରିକ୍ତ ପୁଲିସ ଅଧୀକ୍ଷକ ସାନସର ସିଂ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories