www.samajalive.in
Monday, December 8, 2025
14.1 C
Bhubaneswar

ବର୍ଷା ପାଇଁ ସବୁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ସତର୍କତା ଜାରି

ଭୁବନେଶ୍ୱର : ବର୍ଷା ପାଇଁ ସବୁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଏସଆରସିଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି। ଆଜି ଠାରୁ ୧୯ ଯାଏଁ ପ୍ରବଳ ବର୍ଷା ନେଇ ଆଇଏମଡି ଆକଳନ ପରେ ସତର୍କତା ଜାରି ହୋଇଛି। ବନ୍ୟା ସ୍ଥିତି ସହ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କାରେ ସତର୍କତା ଜାରି ସହ ସହରର ତଳିଆ ଅଞ୍ଚଳରେ ପାଣି ଜମିଲେ ଲୋକଙ୍କ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପମ୍ପ ଲଗାଇ ବର୍ଷା ଜଳ ନିଷ୍କାସନ କରିବାକୁ ଓ ଜଳ ନିଷ୍କାସନ ଲାଗି ଡ୍ରେନଗୁଡିକୁ ସଫା ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


ଏହାସହ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତା ୧୮ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ସହ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories