www.samajalive.in
Sunday, December 14, 2025
14.1 C
Bhubaneswar

ସମୃଦ୍ଧ ଓଡିଶା ଗଠନ ପାଇଁ ସମସ୍ତଙ୍କ ସହଯୋଗ ଓ ସମର୍ଥନ ଆବଶ୍ୟକ

ରେଙ୍ଗାଲି: ସମୃଦ୍ଧ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତେ  ସହଯୋଗ ଓ ସମର୍ଥନ କରନ୍ତୁ ବୋଲି ରେଙ୍ଗାଲିରେ ଏକ ଜନସଭାକୁ ସମ୍ବୋଧିତ କରି ୫-ଟି ସଚିବ ଭି.କେ ପାଣ୍ଡିଆନ୍ ସମବେତ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଆଦିର ଉନ୍ନତିକରଣ ଦିଗରେ ପ୍ରାଥମିକତା ଦିଆଯିବ। ଯେଉଁ ଦାବୀପତ୍ର ଆସିଛି ସେଗୁଡିକରୁ ଅତି ଗୁରୁତ୍ବପୂର୍ଣ୍ଣ ଓ ଜରୁରୀ ସମସ୍ୟା ଗୁଡିକର ସାତ ଦିନ ମଧ୍ୟରେ ସମାଧାନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ଘୋଷଣା କରିଥିଲେ।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories