ଲଘୁଚାପ ପ୍ରଭାବ-ଆସନ୍ତା ୫ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷିବ। ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଏସବୁ ଜିଲାରେ ପ୍ରବଳ ବର୍ଷିବ ବୋଲି କୁହାଯାଇଛି। ଏପରିକି ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

prayash

ଆସନ୍ତାକାଲି ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ୧୧ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାରେ ୭ରୁ୧୧ ସେମି ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ସାରା ରାଜ୍ୟରେ ଝିପିଝିପି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

kalyan agarbati

Comments are closed.