www.samajalive.in
Wednesday, December 10, 2025
17.1 C
Bhubaneswar

୪୩ଲକ୍ଷ ଟଙ୍କା ହଟପ, ୩ ଗିରଫ

ବୌଦ୍ଧ: ୪୩ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ୩ କର୍ମଚାରୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୪ ଲକ୍ଷ ଟଙ୍କା ସହ ୨ଟି ବାଇକ, ଲ୍ୟାପଟପ ଓ ମୋବାଇଲ ଜବତ ହୋଇଛି। ଗିରଫ କର୍ମଚାରୀମାନେ ଏକ ଅନଲାଇନ ସଂସ୍ଥା ପାଇଁ କାମ କରୁଥିଲେ। କ୍ୟାସଅନ ଡେଲିଭରି ହୋଇଥିବା ଟଙ୍କା ହଡ଼ପ ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି। ବିଭିନ୍ନ ଆଳ ଦେଖାଇ କମ୍ପାନୀକୁ ୪୩ଲକ୍ଷ ଟଙ୍କା ଠକିଥିବା ଅଭିଯୋଗ ହୋଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories