www.samajalive.in
Thursday, December 11, 2025
16.1 C
Bhubaneswar

ଓଟିପି ସେୟାରିଂ ମାମଲା : ପଠାଣି ସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍

ଭୁବନେଶ୍ବର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ହୋଇଥିବା ପଠାଣି ସାମନ୍ତକୁ ପଶ୍ଚିମବଙ୍ଗ ଏସଟିଏଫ୍ ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, ସିଲିଗୁଡ଼ି ଥାନାରେ ପଠାଣି ସାମନ୍ତ ନାଁରେ ପୂର୍ବରୁ ମାମଲା ରହିଛି। ରିମାଣ୍ଡ ସରିବା ପରେ ଝାରପଡ଼ା ଜେଲରେ ପଠାଣି ସାମନ୍ତକୁ ଏନଆଇଏ ଜେରା କରିବ ବୋଲି ଜଣାଯାଇଛି। ହନିଟ୍ରାପ୍ ଓ ପାକିସ୍ତାନ ଗୁଇନ୍ଦା ଏଜେଣ୍ଟ ଲିଙ୍କ ନେଇ ଅଧିକ ପଚରାଉଚରା ହେବ ବୋଲି ଆଶା ପ୍ରକଟ କରାଯାଇଛି।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories