www.samajalive.in
Monday, December 8, 2025
27.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଜାମ୍ମୁ କାଶ୍ମୀରରେ ମିଳିତ ଅପରେସନରେ ୪ ଆତଙ୍କବାଦୀ ନିହତ..

ଜାତୀୟ ରାଜପଥ ୧୬ରେ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ନିକଟରେ ଭୁଶୁଡ଼ିଲା ବ୍ରିଜ୍‌..

- Advertisement -

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ.. ସଂଘର୍ଷ ସମିତି ପକ୍ଷରୁ ବନ୍ଦ ପାଳନ କରାଯାଉଛି..

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲ୍‌ରେ ୭୯ ବର୍ଷ ବୟସରେ ପରଲୋକ..

ଆଜି ନୂଆଦିଲ୍ଲୀରେ ବିଜେପି ନେତୃତ୍ବ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ସହଯୋଗୀ ଦଳଗୁଡିକର ବୈଠକ..

ଏଥିରେ ୩୮ଟି ଦଳ ଯୋଗ ଦେବେ..

୧୬ ନମ୍ବର ଜାତୀୟ ରାଜପଥରେ ବ୍ରିଜ୍‌‌ ଭୁଶୁଡିବା ଘଟଣାରେ ଏନଏଚ୍‌‌ଏଆଇର ସ୍ପଷ୍ଟୀକରଣ..

ନିର୍ମାଣଗତ ତ୍ରୁଟି – ଏନଏଚ୍‌‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକ..

ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା..

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା..

୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସୂଚନା..

କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା..

‘ମୋଦି ସାଙ୍ଗିଆ’ ମନ୍ତବ୍ୟ.. ଆସନ୍ତା ୨୧ରେ ସୁପ୍ରିମକୋର୍ଟରେ ଶୁଣାଣି..

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପିଟିସନ ଉପରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ..’

 

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories