www.samajalive.in
Thursday, December 11, 2025
15.1 C
Bhubaneswar

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ : ଆଜି କେରଳରେ ଛୁଟି ଘୋଷଣା

ନୂଆଦିଲ୍ଲୀ : କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓମନ ଚାଣ୍ଡିଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସୂଚନା ଅନୁସାରେ, ସେ କିଛିଦିନ ଧରି ବେଙ୍ଗାଲୁରୁର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଆଜି ସକାଳୁ ତାଙ୍କର ପରଲୋକ ଘଟିଛି । ଏ ନେଇ କେରଳ ପିସିସି ସଭାପତି କେ ସୁଧାକରଣ ସୂଚନା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ ଯୋଗୁ ଆଜି କେରଳରେ ଛୁଟି ଘୋଷଣା କରାଯାଇଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories