www.samajalive.in
Saturday, December 6, 2025
23.1 C
Bhubaneswar

ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ

ନୂଆଦିଲ୍ଲୀ : ମଙ୍ଗଳବାର ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲର ଶୁଭାରମ୍ଭ କରାଯାଇଛି। ଏହି ପୋର୍ଟାଲର ଉଦ୍ଦେଶ୍ୟ ହେଉଛି ପ୍ରାୟ ୪୫ ଦିନ ମଧ୍ୟରେ ସାହାରା ଗୋଷ୍ଠୀର ୪ଟି ସହକାରୀ ସମିତିରେ ଜମା ହୋଇଥିବା କୋଟି କୋଟି ଲୋକଙ୍କ କଷ୍ଟ ଉପାର୍ଜିତ ଟଙ୍କା ଫେରସ୍ତ କରିବା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ଶାହା ବର୍ତ୍ତମାନ କେହି ଜମାକାରୀଙ୍କ ଟଙ୍କା ବନ୍ଦ କରିପାରିବେ ନାହିଁ ଏବଂ ପୋର୍ଟାଲରେ ପଞ୍ଜୀକରଣ ହେବାର ୪୫ ଦିନ ମଧ୍ୟରେ ସେମାନେ ଫେରସ୍ତ ପାଇବେ ବୋଲି ଜମାକାରୀଙ୍କୁ ଶାହା ଆଶ୍ୱାସନା ଦେଇଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories