www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା..

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା..

- Advertisement -

୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସୂଚନା..

କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା..

‘ମୋଦି ସାଙ୍ଗିଆ’ ମନ୍ତବ୍ୟ.. ଆସନ୍ତା ୨୧ରେ ସୁପ୍ରିମକୋର୍ଟରେ ଶୁଣାଣି..

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପିଟିସନ ଉପରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ..

ଜାମ୍ମୁ କାଶ୍ମୀରରେ ମିଳିତ ଅପରେସନରେ ୪ ଆତଙ୍କବାଦୀ ନିହତ..

ମାନହାନି ମାମଲାରେ ରାହୁଲଙ୍କୁ ଦଣ୍ଡାଦେଶ ମାମଲା : ତତ୍କାଳ ଶୁଣାଣି ପାଇଁ କୋର୍ଟଙ୍କ ସବୁଜ ସଙ୍କେତ..

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ .. ଆଜି କେରଳରେ ଛୁଟି ଘୋଷଣା..

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଭଦ୍ରକ ଖଡଗପୁର ମେମୁ ଟ୍ରେନ୍‌ ..

ଲୁପ୍‌ ଲାଇନରେ ପଶିଗଲା ଟ୍ରେନ୍‌, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁଁ ଟଳିଗଲା ବିପଦ..

ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ.. ପୋର୍ଟାଲର ଶୁଭାରମ୍ଭ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା..

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories