www.samajalive.in
Sunday, December 14, 2025
16.1 C
Bhubaneswar

ବଦଳିଲା ୟୁପିଏର ନାମ ; ଜାଣନ୍ତୁ କ’ଣ ହେଲା ନାମ

ନୂଆଦିଲ୍ଲୀ: ୟୁନାଇଟେଡ୍‌ ପ୍ରୋଗ୍ରେ‌ସ୍‌ ଆଲିଆନ୍ସ (ୟୁପିଏ)ର ନାମ ପରିବର୍ତ୍ତନ ହୋଇ ଇଣ୍ଡିଆ ରଖାଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଆଜି ବେଙ୍ଗାଲୁରୁରେ ଅନୁଷ୍ଠିତ ହୋଇଥିବା ବୈଠକରେ ୟୁପିଏର ନୂଆ ନାମ ଇଣ୍ଡିଆନ୍‌ ନେସ୍‌ନାଲ୍‌ ଡେମୋକ୍ରାଟିକ ଇନ୍‌କ୍ଲୁସିଭ୍‌ ଆଲିଆନ୍ସ (ଇଣ୍ଡିଆ)ହୋଇଥିବା ଜଣାପଡ଼ିଛି। ବେଙ୍ଗାଲୁରୁରେ ଚାଲିଥିବା ବିରୋଧୀଙ୍କ ମହାବୈଠକରେ ୨୬ଟି ଦଳ ସାମିଲ ହୋଇ ନିଜର ନୂଆ ନାଁ ସମ୍ପର୍କରେ ଆଲୋଚନା କରିଛନ୍ତି। କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ୨୦୦୪ ମସିହାରୁ ୨୦୧୪ ମସିହା ପର୍ଯ୍ୟନ୍ତ ଦୁଇ ଥର କେନ୍ଦ୍ରରେ କ୍ଷମତାରେ ଥିଲା। ଏହାର ଅଧ୍ୟକ୍ଷା ଥିଲେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ। ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ବିଜେପିକୁ ଟକ୍କର ଦେବାକୁ ବିରୋଧୀ ଏବେ ଠାରୁ ପ୍ରସ୍ତୁତ ହେଉଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories