www.samajalive.in
Wednesday, December 10, 2025
26.1 C
Bhubaneswar

ପ୍ରମୋଦ କୁମାର ମହାପାତ୍ର ‘ସମାଜ’ର ନୂତନ ସମ୍ପାଦକ

କଟକ,: ବରିଷ୍ଠ ସାମ୍ବାଦିକ ଡ. ପ୍ରମୋଦ କୁମାର ମହାପାତ୍ର ମଙ୍ଗଳବାର ‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ୧୯୭୮ ମସିହାରେ ରେଭେନ୍ସା କଲେଜରୁ ଉଦ୍ଭିଦ ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପରେ ଡ. ମହାପାତ୍ର ‘ସମାଜ’ରେ ସହ-ସମ୍ପାଦକ ତଥା ତତ୍କାଳୀନ ସମ୍ପାଦକ ଡ. ରାଧାନାଥ ରଥଙ୍କ ବ୍ୟକ୍ତିଗତ ସହକାରୀ ରୂପେ ଯୋଗ ଦେଇଥିଲେ। ୨୦୧୦ରେ ସେ ‘ସମାଜ’ର କାର୍ଯ୍ୟକାରୀ ସମ୍ପାଦକ ଭାବେ ଦାୟିତ୍ବ ତୁଲାଇଥିଲେ।

ପରବର୍ତ୍ତୀ ସମ୍ବାଦ ପଢିବା ପାଇଁ ଏହି ଲିଙ୍କ କ୍ଲିକ କରନ୍ତୁ https://samajalive.in/wednesday-horoscope-54/482894.html

- Advertisement -

ସମ୍ପାଦକ ଭାବେ ଡ. ମହାପାତ୍ର ଦାୟିତ୍ବ ନେବା ପରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ଉପସଭାପତି ଦୀପକ ମାଲବ୍ୟ, ଲୋକସେବକ ମଣ୍ଡଳ ଓଡ଼ିଶା ଶାଖା ତଥା ସର୍ବଭାରତୀୟ ସମ୍ପାଦକ ଭୀମସେନ ଯାଦବ, ଲୋକସେବକ ମଣ୍ଡଳ ଓଡ଼ିଶା ଶାଖାର ଅଧ୍ୟକ୍ଷ ନିରଞ୍ଜନ ରଥ, ଲୋକସେବକ ମଣ୍ଡଳ ଆଜୀବନ ସଦସ୍ୟ ଡ. ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ଓ ରାଜେନ୍ଦ୍ର କୁମାର ଜେନା ଏବଂ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories