www.samajalive.in
Sunday, December 7, 2025
26.1 C
Bhubaneswar

ଅଭୟ ଚୌଟାଲାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ : ହରିୟାଣାର ଭାରତୀୟ ଜାତୀୟ ଲୋକଦଳ ପାର୍ଟି ମହାସଚିବ ତଥା ବିଧାୟକ ଅଭୟ ଚୌଟାଲାଙ୍କୁ ଏକ ବିଦେଶୀ ନମ୍ବରରୁ ହତ୍ୟା ଧମକ ଦିଆଯାଇଥିବା ସୂଚନା ମିଳିଛି। ତାଙ୍କ ବ୍ୟକ୍ତିଗତ ସଚିବଙ୍କ ପାଖରେ ରଖାଯାଇଥିବା ମୋବାଇଲ ଫୋନରେ ବିଦେଶୀ ନମ୍ବରରୁ ଏକ ଧମକପୂର୍ଣ୍ଣ କଲ ଆସିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଜିନ୍ଦ ସଦର ପୁଲିସ ଷ୍ଟେଶନରେ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଏହି ଧମକ ପାଇବା ପରେ ଅଭୟଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories