www.samajalive.in
Monday, December 15, 2025
14.1 C
Bhubaneswar

ସାପ କାମୁଡ଼ାରେ ନାବାଳିକା ମୃତ

ଲାଞ୍ଜିଗଡ଼: ସାପ କାମୁଡ଼ାରେ ଗୁରୁତର ଜଣେ ନାବାଳିକାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏନେଇ ପୁଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡରୀ ଗ୍ରାମପଞ୍ଚାୟତ କାଡ଼ମ ଗାଁର ତେଜ ବିଶିଙ୍କ ନାବାଳିକା ଝିଅ ନନ୍ଦିନୀ ମଙ୍ଗଳବାର ରାତିରେ ନିଜ ମାଆ ଓ ଭାଇଭଉଣୀଙ୍କ ସହିତ ଖାଇପିଇ ଶୋଇଥିଲା। ଶୋଇଥିବାବେଳେ ତାକୁ ଏକ ବିଷାକ୍ତ ସାପ କାମୁଡ଼ିଦେବାରୁ ସେ ଉଠିପଡ଼ି ଘର ଲୋକଙ୍କୁ ଜଣାଇଥିଲା। ପରିବାର ଲୋକେ ତାକୁ ଚିକିତ୍ସା ପାଇଁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଆଜି ନାବାଳିକାର ମୃତ୍ୟୁ ଘଟିଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories